ଘରୋଇ ଟିକା ଉତ୍ପାଦନକାରୀଙ୍କୁ ଭେଟିଲେ ଜାତୀୟ ଟିକା ବିଶେଷଜ୍ଞ ଗୋଷ୍ଠୀ
ନୂଆଦିଲ୍ଲୀ: ଜାତୀୟ ଟିକା ବିଶେଷଜ୍ଞ ଗୋଷ୍ଠୀ ଆଜି ଅଗ୍ରଣୀ ଘରୋଇ ଟିକା ଉତ୍ପାଦନକାରୀ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ, ପୁଣେ; ଭାରତ ବାୟୋଟେକ, ହାଇଦ୍ରାବାଦ; ଜାଇଡସ କାଡିଲା, ଅହମ୍ମଦାବାଦ; ଜେନୋଭା ବାୟୋଫାର୍ମାସ୍ୟୁଟିକାଲ୍ସ, ପୁଣେ; ଏବଂ ବାୟୋଲୋଜିକାଲ ଇ, ହାଇଦ୍ରାବାଦଙ୍କୁ ଭେଟିଛନ୍ତି ।…