ବିଏମସି ଏରିଆରେ ୧୯୮, କେଉଁ କେଉଁ ଅଂଚଳରୁ ଚିହ୍ନଟ ହୋଇଛନ୍ତି ୯୪ ଲୋକାଲ କଣ୍ଟାକ୍ଟ ଦେଖନ୍ତୁ
ଭୁବନେଶ୍ୱର : ଆଜି ଭୁବନେଶ୍ୱର ମହାନଗର ନିଗମ ଅଂଚଳରେ ଚିହ୍ନଟ ହୋଇଛନ୍ତି ୧୯୮ ଜଣ କରୋନା ପଜିଟିଭ | ସେମାନଙ୍କ ମଧ୍ୟରୁ କବାରେଣ୍ଟାଇନ ସେଣ୍ଟରରୁ ୧୦୪ ଜଣ | ସାଧାରଣ ଅଂଚଳରୁ ଚିହ୍ନଟ ହୋଇଛନ୍ତି ୯୪ ଜଣ | ବିଏମସି ଏରିଆରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୮୭ ଜଣରେ ପହଁଚିଥିବା ବେଳେ…