ଗୋଲିଆ ଗୁଳିକାଣ୍ଡ ଘଟଣା : ଏ.ଏସ.ପି.ଙ୍କ ଉପସ୍ଥିତରେ ପୋଲିସର ଫ୍ଲାଗ ମାର୍ଚ୍ଚ
ବୁଗୁଡା/ଡ଼. କୁମୁଦ ଚନ୍ଦ୍ର ବେହେରା : ବୁଗୁଡା ଥାନା ଅନ୍ତର୍ଗତ ଗୋଲିଆ ଗ୍ରାମରେ ଗତ ଅଗଷ୍ଟ ୧୪ ଶୁକ୍ରବାର ଦିନ ସନ୍ଧ୍ୟାରେ ଗୁଳିକାଣ୍ଡ ଘଟି ଦୁଇଜଣ ଆହତ ହୋଇ ବ୍ରହ୍ମପୁର ମେଡିକାଲରେ ଚିକିତ୍ସା ହେଉଥିବା ବେଳେ ସେହି ଦୁଇ ପରିବାରର ଏତଲା କ୍ରମେ ବୁଗୁଡା ଥାନାରେ ଦୁଇଟି ମାମଲା ରୁଜୁ…