ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନା : ସି.ଇ.ସି
ଭୁବନେଶ୍ୱର,(ଶାସକ ପ୍ରଶାସକ) : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆସନ୍ତା କାଲି ସୁଦ୍ଧା ଏକ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ଦେଖାଦେଇଥିବା ବେଳେ ମେ ୧୬ ତାରିଖ ସୁଦ୍ଧା ଏହା ଗଭୀର ଅବପାତରେ ପରିଣତ ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ପରିବେଶ ଓ ଜଳବାୟୁ…