୧ ଲକ୍ଷ ୧୮ ହଜାରରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ଇଣ୍ଟର୍ନସିପ୍ ସୁଯୋଗ ପ୍ରଦାନ
ଇଣ୍ଟର୍ନସିପ୍ ଓ କମ୍ୟୁନିଟି ସର୍ଭିସ ମାଧ୍ୟମରେ ଛାତ୍ରଛାତ୍ରୀମାନେ ପ୍ରାକ୍ଟିକାଲ ଏକ୍ସପୋଜର ପାଇପାରିବେ : ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର,୨୨ ମେ' ୨୦୨୬: ୨୦୨୫-୨୬ ଶିକ୍ଷାବର୍ଷରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରାୟ ୧…