ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରର ୫୫ ତମ ପ୍ରତିଷ୍ଠା ଦିବସ ପାଳିତ ।
ପଦ୍ମପୁର- ମଙ୍ଗଳବାର ଦିବା ୯ ଘଟିକା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ଅଧ୍ୟକ୍ଷତାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରର ୫୫ ତମ ପ୍ରତିଷ୍ଠା ଦିବସ କୋଭିତ ୧୯ ର ସମସ୍ତ ନିୟମ ଅନୁପାଳନ ପୂର୍ବକ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ବୃନ୍ଦାବନ…