ଏମ୍ସିଏଲର ନୂତନ ବୈଷୟିକ ନିର୍ଦ୍ଦେଶକ (ଯୋଜନା ଓ ପରିଯୋଜନା) ଭାବେ ବବନ ସିଂଙ୍କ ଯୋଗଦାନ
ସମ୍ବଲପୁରରୁ ରମାକାନ୍ତ ବିଶ୍ବାଳ : ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ (ଏମ୍ସିଏଲ)ର ନୂତନ ବୈଷୟିକ ନିର୍ଦ୍ଦେଶକ (ଯୋଜନା ଓ ପରିଯୋଜନା) ଭାବେ ଶନିବାର ବବନ ସିଂ କାର୍ଯ୍ୟରେ ଯୋଗ ଦେଇଛନ୍ତି । ତାଙ୍କୁ ଅଧିକାରୀ, କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ୧୯୮୫ରେ ସେ ଧାନବାଦ…