ବରଗଡ଼ ଜିଲ୍ଲାରେ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ବରଗଡ :- ଓଡ଼ିଶାରେ ଦିନକୁ ଦିନ କରୋନା ମିଟର ବଢିବାରେ ଲାଗିଛି । ବରଗଡ଼ ଜିଲ୍ଲାରେ ମଧ୍ୟ କରୋନା ମିଟର ତଳକୁ ଖସିବାର ନା ନେଉନି । ଆଜି ବରଗଡ଼ ଜିଲ୍ଲାରେ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଆକ୍ରାନ୍ତ ଙ୍କ ମଧ୍ୟରୁ ୯ଜଣ ପୁରୁଷ ଓ ୪ଜଣ ମହିଳା ଅଛନ୍ତି ବରଗଡ଼…