ଅଯୋଗ୍ୟଙ୍କୁ ଯୋଗ୍ୟ ଦର୍ଶାଇ କାଳିଆ ଯୋଜନାରେ ସାମିଲ କରିଥିବା ସରକାରୀ ଅଧିକାରୀମାନଙ୍କ ଠାରୁ ଟଙ୍କା ଆଦାୟ କରନ୍ତୁ…
କୃଷି ବିଭାଗ ପକ୍ଷରୁ ରାଜ୍ୟର ୨ ଲକ୍ଷରୁ ଉର୍ଧ୍ଵ ଚାଷୀଙ୍କ ପାଖକୁ କାଳିଆ ଯୋଜନାର ଅଯୋଗ୍ୟ ହିତାଧିକାରୀ ଦର୍ଶାଇ ନୋଟିସ ପଠାଯିବା ପ୍ରସଙ୍ଗ
ଚାଷୀଙ୍କ ପାଖରୁ ଅର୍ଥ ଆଦାୟ କରିବାର ନିଷ୍ପତିକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ ରାଜ୍ୟସରକାର
କୋରନା ସଙ୍କଟ ଚାଲିଥିବାବେଳେ ରାଜ୍ୟସରକାର କାଳିଆ…