ପୋଲସରା ବିଧାୟକ ଶ୍ରୀକାନ୍ତ ସପତ୍ନୀକ କରୋନା ଆକ୍ରାନ୍ତ
ବୁଗୁଡା /ଡ଼ଃ କୁମୁଦ ଚନ୍ଦ୍ର ବେହେରା: ପୋଲସରା ବିଧାୟକ ଓ ତାଙ୍କ ଧର୍ମପତ୍ନୀ ଉଭୟଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ତାଙ୍କର ଧର୍ମପତ୍ନୀ ଗୋଲାପ…