ବୁଗୁଡା ନଗର ବିଜେଡି ଓ ନାଗରିକଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧,୧୫,୦୦୦ ଟଙ୍କା
ବୁଗୁଡା / ଡ଼ଃ କୁମୁଦ ଚନ୍ଦ୍ର ବେହେରା: ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜୁ ଜନତା ଦଳର କର୍ମକର୍ତ୍ତା ଓ କେତଜଣ ବଦାନ୍ୟ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧,୧୫,୦୦୦ ଟଙ୍କା ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ମାଧ୍ୟମରେ ବୁଗୁଡା…