ଜଷ୍ଟିସ ମହମ୍ମଦ ରଫିକ ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି
ଭୁବନେଶ୍ୱର (ଶାସକ ପ୍ରଶାସକ) ଜଷ୍ଟିସ ମହମ୍ମଦ ରଫିକ ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ | ମେଘାଳୟ ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ ରଫିକଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯାଇଛି | ସୁପ୍ରିମକୋର୍ଟର କଲେଜିୟମ ୧୮ ଏପ୍ରିଲରେ ଜଷ୍ଟିସ…