ସଠିକ୍ ଓ ସ୍ୱଚ୍ଛ ଭୋଟର ତାଲିକା ପ୍ରସ୍ତୁତି ଉପରେ ଜୋର : ରାଜନୈତିକ ଦଳମାନଙ୍କ ସହ ଜିଲ୍ଲା ନିର୍ବାଚନ ଅଧିକାରଙ୍କ…
କେନ୍ଦ୍ରାପଡ଼ା:୧୯.୦୫(ପ୍ରଫୁଲ୍ଲ କୁମାର ମଲ୍ଲ) ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟକ୍ରମ ଲାଗୁ କରାଯାଇଥିବା ପରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଏହାର ସଫଳ ରୂପାୟନ ପାଇଁ ଆଜି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ରଘୁରାମ ଆର ଆୟରଙ୍କ…