ରେଢାଖୋଲ ଉପଖଣ୍ଡ ରେ ୭ କରୋନା ପଜିଟିଭ
ରେଢାଖୋଲ ଉପଖଣ୍ଡ ପ୍ରତିନିଧି ଯଶୋବନ୍ତ ନାରାୟଣ ସାହୁ : ସମ୍ବଲପୁର ଜିଲ୍ଲା ରେଢାଖୋଲ ଉପଖଣ୍ଡରେ ଗୋଟିଏ ଦିନରେ ୭ କରୋନା ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି । ସୂଚନା ଯୋଗ୍ୟ ଯେ- ରେଢାଖୋଲ ଏନ୍ଏସିର ଜଣେ କର୍ମଚାରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାର ୧୦୮…