ରେଙ୍ଗାଲି ଆଞ୍ଚଳିକ ଟ୍ରକ ମାଲିକଙ୍କ ଚେତାବନୀ : ଓଭର ଲୋଡିଂ ବନ୍ଦ କର, ନଚେତ୍ ଧାରଣା l
ସମ୍ବଲପୁର (ରମାକାନ୍ତ ବିଶ୍ବାଳ ): ରେଙ୍ଗାଲି ସ୍ଥିତ ଶ୍ୟାମମେଟାଲିକ୍ସ ରୁ ଓଭରଲୋଡ଼ିଂ ବନ୍ଦ ପାଇଁ ରେଙ୍ଗାଲି ଆଞ୍ଚଳିକ ଟ୍ରକ ମାଲିକ ଙ୍କ ଦାବୀ କୁ ପ୍ରଶାସନ ର ଅଣଦେଖା l ବାରମ୍ବାର ଦାବୀ କରିବା ସତ୍ୱେ କମ୍ପାନୀ ଜ଼ିଲ୍ଲା ପ୍ରଶାସନ ନା କମ୍ପାନୀ କର୍ତ୍ତୃପକ୍ଷ କେହି କର୍ଣ୍ଣପାତ କରୁ ନ…