ଓଡ଼ଗାଁ ଭାଲୁମୁଣ୍ଡିଆ ପାହାଡରେ ବନମହୋତ୍ସବ ପାଳିତ
ଓଡ଼ଗାଁ,(ଶ୍ରୀକାନ୍ତ କୁମାର ମିଶ୍ର) : ୭୧ତମ ବନମହୋତ୍ସବ ସପ୍ତାହ ଉପଲକ୍ଷେ ଓଡ଼ଗାଁ ଭାଲୁମୁଣ୍ଡିଆ ପାହାଡ଼ର ତଳି ଅଂଚଳରେ ଓଡ଼ଗାଁ ବନାଞ୍ଚଳ ଅଧିକାରୀ ରବିନ୍ଦ୍ର ନାଥ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଜି ପୂର୍ବାହ୍ନରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ…