ସ୍ବର୍ଗତ ଭାରତୀ ସ୍ବାଇଁଙ୍କୁ କରୋନା ଯୋଦ୍ଧାର ମାନ୍ୟତା ପ୍ରଦାନ କଲେ ଗଞ୍ଜାମ ଜିଲ୍ଲାପାଳ
ବୁଗୁଡା( ଡ଼ଃ କୁମୁଦ ଚନ୍ଦ୍ର ବେହେରା) : ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ଖୋଳଖାଳି ଗ୍ରାମର ଅଙ୍ଗନବାଡି କର୍ମୀ ଭାରତୀ ସ୍ଵାଇଁ ଜୁଲାଇ ୪ ତାରିଖ ସକାଳେ ମୃତ୍ୟୁ ବରଣ କରିଥିବା ବେଳେ ଗଞ୍ଜାମ ଜିଲ୍ଲାପାଳ ବିଜୟା ଅମୃତ କୁଲାଙ୍ଗେ ଗଭୀର ଦୁଃଖ ପ୍ରକାଶ କରି ପରିବାରକୁ ସମବେଦନା ଜଣାଇବା…