ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ ,…