କରୋନା ଯୋଗୁଁ ପ୍ରଭାବିତ ସହରାଚଂଳ ନିରାଶ୍ରୟ ଲୋକଙ୍କୁ ରନ୍ଧାଖାଦ୍ୟ :ଆଜି ସୁଦ୍ଧା ୨୦୪୮୩୫ ଜଣ ଉପକୃତ
ଭୁବନେଶ୍ୱର(ଶାସକ ପ୍ରଶାସକ): କରୋନା ଯୋଗୁଁ ପ୍ରଭାବିତ ସହରାଚଂଳ ନିରାଶ୍ରୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି । ଗତ ୨୭ ତାରିଖରୁ ପୌରାଚଂଳମାନଙ୍କରେ ଏହି ମାଗଣା ରନ୍ଧା ଖାଦ୍ୟ ପ୍ରଦାନ ବ୍ୟବସ୍ଥା ଆରମ୍ଭ ହୋଇଛି । ଆଜି ସୁଦ୍ଧା ରାଜ୍ୟର ୧୧୪ ଗୋଟି ପୌରାଚଂଳର ୨୦୩୫ ଟି ୱାର୍ଡ ମଧ୍ୟରୁ…