ଶ୍ରୀଜୀଉଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତିପର୍ବ ଆରମ୍ଭ: ଓଏଫଡିସିର କରତ କଳରେ ରଥକାଠ ଚିରା ଅନୁକୂଳ
କଟକ(ଶାସକ ପ୍ରଶାସକ) ପବିତ୍ର ରାମନବମୀ ଅବସରରେ ରଥଯାତ୍ରା ପାଇଁ ରଥକାଠ ଚିରା ଅନୁକୂଳ ହୋଇଛି । କଟକ ଖପୁରିଆ ସ୍ଥିତ ଓଏଫଡିସିର କରତ କଳରେ ଏହି କାଠ ଚିରା ଅନୁକୂଳ ହୋଇଛି । ଶ୍ରୀମନ୍ଦିର ପ୍ରଶାସନର ପ୍ରତିନିଧି ଦଳ ଆଜ୍ଞାମାଳ ନେଇ ପହଞ୍ଚିବା ପରେ ପୂଜାର୍ଚନା କରାଯାଇ କାଠ ଚିରା ଆରମ୍ଭ…