ରାଇକିଆ ଓ ଟୀକାବାଲି ବ୍ଲକ ଅଞ୍ଚଳରେ ହାତୀ ଆକ୍ରମଣରେ ତିନି ଆଦିବାସୀ ମୃତ
..
କନ୍ଧମାଳ(ଗଗନ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ପେଟାପାଙ୍ଗା ଗ୍ରାମପଂଚାୟତ ଡାମ୍ବା ଗ୍ରାମରେ ଶୁକ୍ରବାର ରାତ୍ରିରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟି ଥିବା ବେଳେ ଶନିବାର ଭୋରୁ 4ଟା ସମୟରେ ଟିକାବାଲି ବ୍ଲକ ପାବୁରିଆ ଗ୍ରାମପଞ୍ଚାୟତ ନେଡିନାଜୁ ଗ୍ରାମର ଜଣେ…