ଜିଲ୍ଲା ସ୍ତରୀୟ ଦୁଇ ଦିନିଆ ଗୃହ ତାଲିକା ଏବଂ ଗୃହ ଗଣନା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଦୁଇ ଦିନିଆ ଗୃହ ତାଲିକା ଏବଂ ଗୃହ ଗଣନା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଗୃହ ତାଲିକା ଓ ଗୃହ ଗଣନା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅତିରିକ୍ତ…