ତ୍ୱରାନ୍ୱିତ ହେବ ଇନଫୋ ଭ୍ୟାଲି ଭିତ୍ତିଭୂମି ବିକାଶ କାର୍ଯ୍ୟ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ଉପକଣ୍ଠରେ ୭୩୦ ଏକର ଜମି ଉପରେ ନୂତନ ଭାବେ ବିକଶିତ ହେଉଥିବା ଇନଫୋ ଭ୍ୟାଲି ପ୍ରକଳ୍ପର ଅଗ୍ରଗତି ଉପରେ ଲୋକ ସେବା ଭବନରେ ଶିଳ୍ପ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରସ୍ତାବିତ…