ନିଟ୍ ପ୍ରଶ୍ନପତ୍ର ଲିକ୍କୁ ନେଇ ଝାରସୁଗୁଡ଼ାରେ ବିଜେଡିର ବିକ୍ଷୋଭ
କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ, ଭାଜପା ସରକାର ବିରୋଧରେ ନାରାବାଜି
ଝାରସୁଗୁଡ଼ା, ଗୁରୁବାର: ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ଏବଂ ପରୀକ୍ଷା ବାତିଲ୍କୁ ନେଇ ସାରା ଦେଶରେ ଅସନ୍ତୋଷ ଜାରି ରହିଥିବା ବେଳେ ଝାରସୁଗୁଡ଼ାରେ ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ…