ବିଜେଡି ପକ୍ଷରୁ ସାମାଜିକ ସଚେତନତା
ସମ୍ବଲପୁର/(ରମାକାନ୍ତ ବିଶ୍ବାଳ ): ଆଜି ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ଚେରୁଆପଡା ଠାରେ ବିଜୁ ଜନତା ଦଳ ତରଫ ରୁ ସାମାଜିକ ସଚେତନତା କାର୍ଯ୍ୟକ୍ରମ,ଜନ ଅଭିଯୋଗ ଶୁଣାଣି ତଥା ମାସ୍କ,ସାବୁନ ଓ ରାସନ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ବିଜେଡି ର ସମ୍ବଲପୁର ଜିଲ୍ଲା ପାଇଁ…