ଆଉ ୭୬ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଫଳରେ ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟା ୧୫୯୩ରେ ପହଂଚିଛି | ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୫୩ରେ ପହଂଚିଛି | ଏ ଯାବତ ୭୩୩ ଲୋକ ସୁସ୍ଥ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ରେ ସ୍ଥିର ରହିଛି | ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ…