ବାମରା ବନ୍ୟପ୍ରାଣୀ ବନାଞ୍ଚଳରେ ମାଈହାତୀର ମୃତ୍ୟୁ
ସମ୍ବଲପୁରରୁ ରମାକାନ୍ତ ବିଶ୍ବାଳ-: ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ ପକ୍ଷରୁ ହାତୀର ମୃତଦେହ ବ୍ୟବଚ୍ଛେଦ ପରେ ମାଟିରେ ପୋତି ଦିଆଯାଇଥିବା ବାମରା ଡିଏଫ୍ଓ ନୃସିଂହଚରଣ ମିଶ୍ର ପ୍ରକାଶ…