ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ପକ୍ଷରୁ ଆନ୍ତର୍ଜାତିକ ନର୍ସେସ ଦିବସ ପାଳିତ
ଭୁବନେଶ୍ୱର, ମେ ୧୨: ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ଫୁଲନଖରା ଅଧିନସ୍ଥ ନର୍ସିଂ ବିଭାଗ ପକ୍ଷରୁ ମଙ୍ଗଳବାର ଆନ୍ତର୍ଜାତିକ ନର୍ସେସ୍ ଦିବସ ଉପଲକ୍ଷେ ଏକ ସ୍ୱତନ୍ତ୍ର ଉତ୍ସବ ପାଳନ କରାଯାଇଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନର୍ସମାନଙ୍କର ଅବଦାନକୁ ସମ୍ମାନ ଜଣାଇବା ସହ ତାଙ୍କ…