ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଏସିଟିଓ ସଂଘ ପକ୍ଷରୁ 1 ଲକ୍ଷ ଟଙ୍କାର ସହାୟତା
ଭୁବନେଶ୍ୱର(ଶାସକ ପ୍ରଶାସକ): କରୋନା ମହାମାରୀ ବିରୋଧରେ ସମଗ୍ର ବିଶ୍ୱ ଲଢୁଥିବା ବେଳେ ଓଡିଶା ସରକାର ମଧ୍ୟ ଏହି ମହାମାରୀର ମୁକାବିଲା କରିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି । କରୋନା ବିରୋଧୀ ଏହି ଲଢେଇରେ ସହାୟତାର ହାତ ବଢ଼ାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ…