ବିନୋଦିନୀ ବିଜ୍ଞାନ ମହାବିଦ୍ୟାଳୟ ପରିସରେ “ସଖୀ” ( ୱାନ ଷ୍ଟପ ସେଣ୍ଟର) ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମା ବ୍ଲକ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ନାରୀ ନିର୍ଯ୍ୟାତନା ଏଡ଼ାଇବା ଦିଗରେ ଏକ ସଚେତନତା କାର୍ଯ୍ୟକ୍ରମ “ସଖୀ”( ୱାନ ଷ୍ଟପ ସେଣ୍ଟର) ଅନୁଷ୍ଠିତ ହୋଇଯାଇଛି ।…