ଦୁଇ ଟ୍ରକ ମୁହାଁମୁହିଁ : ଦୁଇ ଡ୍ରାଇଭର ମୃତ
ବୌଦ୍ଧ /ଶାସକ ପ୍ରଶାସକ : ବୌଦ୍ଧ ଜାତୀୟ ରାଜପଥ 57ର ଗୁଦୁଗୁଦା ନିକଟରେ ବିଳମ୍ବିତ ରାତ୍ରିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରକ୍ ମୁହାଁମୁହିଁ ହୋଇଛନ୍ତି। ଏହି ଦୁର୍ଘଟଣାରେ ଦୁଇ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ହେଲପର ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା…