ରାଜ୍ୟସଭା ନିର୍ବାଚନ ୨୦୨୬ରେ ଦ୍ୱିତୀୟ ବାଲାଟ୍ ପେପର ଜାରି ପ୍ରସଙ୍ଗ
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେଡିର ପ୍ରତିନିଧି ଦଳ
ଭୁବନେଶ୍ୱର, ୧୧/୦୫/୨୦୨୬: ଗତ ରାଜ୍ୟସଭା ନିର୍ବାଚନ ସମୟରେ ବିଜେପିର ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର ଓ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ଅନୈତିକ ଭାବେ ଦ୍ୱିତୀୟ ବାଲାଟ ପେପର ଜାରି କରିଥିଲେ…