ସାଇକେଲରେ ରେଢାଖୋଲରୁ ଯାଉଛନ୍ତି ପଶ୍ଚିମବଙ୍ଗ , ପ୍ରବାସୀ ବାହାରିଲେ ନିଜ ରାଜ୍ୟକୁ
ରେଢାଖୋଲ ଉପଖଣ୍ଡ ପ୍ରତିନିଧି ଯଶୋବନ୍ତ ନାରାୟଣ ସାହୁ : ସାରା ଦେଶରେ ମହାମାରୀ କରୋନା ପାଇଁ ଲକ୍ ଡାଉନ୍ ଚାଲିଥିବା ବେଳେ ରେଢାଖୋଲରେ କାମ କରିବାକୁ ଆସିଥିବା କିଛି ବଙ୍ଗାଳୀ ଲୋକ ଆଜି ସାଇକେଲରେ ପଶ୍ଚିମବଙ୍ଗ ଯାଉଛନ୍ତି।
ସୂଚନା ଯୋଗ୍ୟ ଯେ, ବହୁମାସ ହେଲା ସେମାନେ ରେଢାଖୋଲରେ ଏକ ବ୍ରିଜ୍…