ମୟୂରଭଞ୍ଜ @ ୭ : ପୁଣି ୩ କରୋନା ପଜିଟିଭ ପରେ ବଢ଼ିଲା ଚିନ୍ତା
ବାରିପଦା(ଦିଲ୍ଲୀପ ମହାନ୍ତି)-ମୟୂରଭଞ୍ଜରେ ପୁଣି ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୩ ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାର ବୋଲି…