ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ନିର୍ବାଚନ ଅଧିକାରୀଙ୍କ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ ଆରମ୍ଭ
* ୧୦ ରୁ ୧୩ ମାର୍ଚ୍ଚ ପର୍ଯ୍ୟନ୍ତ ROTI ରେ ଚାରିଦିନିଆ ପ୍ରଶିକ୍ଷଣ, ପ୍ରତିଦିନ ଦୁଇଟି ସେସନ୍
ଭୁବନେଶ୍ୱର, ୧୦ ମାର୍ଚ୍ଚ: ରାଜ୍ୟରେ ହେବାକୁ ଥିବା ଆଗାମୀ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ ଆଇ ଆର) କାର୍ଯ୍ୟକ୍ରମକୁ ସୁଚାରୁ ଭାବେ କାର୍ଯ୍ୟନ୍ବୟ କରିବା ଉଦ୍ଦେଶ୍ୟରେ ନିର୍ବାଚନ ଅଧିକାରୀମାନଙ୍କ…