ଜିଲ୍ଲାରେ ଦ୍ଵିତୀୟ ପର୍ଯ୍ୟାୟ ମିଶନ ଇନ୍ଦ୍ର-ଧନୁଷ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୨ ବର୍ଷ ବୟସରୁ କମ୍ ସମସ୍ତ ଶିଶୁ ଓ ଗର୍ଭବତୀ ମହିଳା ମାନଙ୍କ ସମ୍ପୂର୍ଣ୍ଣ ଟିକାକରଣକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟ ନେଇ ଗଜପତି ଜିଲ୍ଲାରେ ମିଶନ ଇନ୍ଦ୍ର-ଧନୁଷ ୨-୦ ର ଦ୍ଵିତୀୟ ପର୍ଯ୍ୟାୟ ଟୀକାକରଣ କାର୍ଯ୍ୟକ୍ରମ ଚଳିତ ଜାନୁଆରୀ ମାସର ଆସନ୍ତା…