“ଅପରାଧ ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ଓ ଫଳପ୍ରଦ ପଦକ୍ଷେପ ଗ୍ରହଣ କରିବା ସହ ଜନସାଧାରଣଙ୍କ ସହ ପୋଲିସର ଆସ୍ଥା ଓ…
ଭୁବନେଶ୍ୱର,ତା 10/05/2026: ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାଜ୍ୟର ଆଇନ-ଶୃଙ୍ଖଳା ପରିସ୍ଥିତି,…