୨୦୨୦ରେ ଦେଶର ଉର୍ଜା ଭୂତିଭମିରେ ଅଭୁତପୂର୍ବ ପ୍ରଗତି ହେବ – ଧର୍ମେନ୍ଦ୍ର ପ୍ରଧାନ
ଓଏଏଲପି ଚୁକ୍ତିସ୍ୱାକ୍ଷର କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର,(ଶାସକ ପ୍ରଶାସକ) – ଉର୍ଜା କ୍ଷେତ୍ରରେ ଭାରତ ସରକାର ରାଜସ୍ୱ ଅପେକ୍ଷା ଉତ୍ପାଦନ କୁ ବୃଦ୍ଧିକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । ଏହି କାରଣରୁ ଏହି କ୍ଷେତ୍ରରେ କ୍ରମାଗତ ସଂସ୍କାର ଅଣାଯାଇପାରୁଛି । ବର୍ଷ…