ସରିଲା ୨୫ତମ ସର୍ବଭାରତୀୟ ଛିନ୍ଦେଇକେଲା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ
ଇଷ୍ଟ କୋଷ୍ଟ ରେଲୱେକୁ ହରାଇ ରାଇଜିଂ ଷ୍ଟୁଡେଣ୍ଟ କଟକ ଚମ୍ପିଆନ୍
ପଦ୍ମପୁର(ଶାସକ ପ୍ରଶାସକ):ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଛିନ୍ଦେଇକେଲା ଚନ୍ଦ୍ର ଶେଖର କ୍ରିକେଟ ପଡିଆରେ ରାଇଜିଂ ଷ୍ଟାର କ୍ରିକେଟ କ୍କବ ଆନୁକୁଲ୍ୟରେ ଆୟୋଜିତ ୨୫ତମ ସର୍ବ ଭାରତୀୟ ଛିନ୍ଦେଇକେଲା କପ…