ଓଡିଶା ପାଇଁ ଏମ୍ସ ବାଜପେୟୀଙ୍କ ଅବଦାନ – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର ଏମ୍ସରେ ବାଜପେୟୀଙ୍କ ପ୍ରତିମୂର୍ତି ଲୋକାର୍ପଣ ସହ ବିଭିନ୍ନ ରୋଗୀ ସୁବିଧାର ଶିଳାନ୍ୟାସ-ଉଦଘାଟନ କାର୍ଯ୍ୟକ୍ରମ
ଆଗାମୀ ଦିନରେ ଏମ୍ସ ଓଡିଶା ଏବଂ ପଡୋଶୀ ରାଜ୍ୟର ସ୍ୱାସ୍ଥ୍ୟ ଆବଶ୍ୟକତାକୁ ପୂରଣ କରିବ
ଓଡିଶାକୁ ଉତମ ସ୍ୱାସ୍ଥ୍ୟ ସେବା ଦେବା ପାଇଁ କେନ୍ଦ୍ର ସରକାର ପ୍ରତିବଦ୍ଧ…