ବଙ୍ଗଭଙ୍ଗ ସମୟରୁ ଜନମାନସରେ ଥିବା ଅସନ୍ତୋଷର ଦୃଢ଼ ପ୍ରତିଜବାବ – ଧର୍ମେନ୍ଦ୍ର ପ୍ରଧାନ
ପଶ୍ଚିମବଙ୍ଗରେ ବିଜେପିର ଐତିହାସିକ ବିଜୟ ନେଇ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା
• ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ • ପଶ୍ଚିମବଙ୍ଗ ପୁନର୍ବାର ବୌଦ୍ଧିକ ଓ ସାଂସ୍କୃତିକ କେନ୍ଦ୍ର ଭାବେ ବିଶ୍ୱ ଦରବାରରେ ପ୍ରତିଷ୍ଠିତ ହେବ• ଆଜି…