ବଡ଼ବିଲ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ
ବଡ଼ବିଲ (ଶାସକ ପ୍ରଶାସକ) ବଡ଼ବିଲ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ବିଦ୍ୟାଳୟ ପରିସରରେ ଉଦଘାଟିତ ହୋଇଛି। ଏହି କ୍ରୀଡା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ପ୍ରସନ୍ନ ମହାନ୍ତ ଯୋଗ ଦେଇ କ୍ରୀଡା ଉତ୍ସବକୁ ଉଦଘାଟନ କରିଥିଲେ। ଏହି ଉତ୍ସବରେ ସମ୍ମାନିତ…