ପତ୍ନୀଙ୍କୁ ଦେଉଥିଲେ ନିର୍ଯାତନା : ନାମ ନେଲେ ଯନ୍ତ୍ରୀ
ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଜେଲ୍ ଗଲେ ନାକ୍ଟିଦେଉଳ ବ୍ଲକର କନିଷ୍ଠ ଯନ୍ତ୍ରୀ
ରେଢାଖୋଲ ଉପଖଣ୍ଡ ପ୍ରତିନିଧି ଯଶୋବନ୍ତ ନାରାୟଣ ସାହୁ : ବାରମ୍ବାର ନିଜ ପତ୍ନୀଙ୍କୁ ନିର୍ଯାତନା ଦେଉଥିବା କନିଷ୍ଠ ଯନ୍ତ୍ରୀ ଗିରଫ ହେବା ଘଟଣା ଏବେ ନାକ୍ଟିଦେଉଳ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । …