ପାରଳାଖେମୁଣ୍ଡିରେ ପ୍ରଧାନମନ୍ତ୍ରୀ ଜନଧନ ଯୋଜନାର ମହିଳା ହିତାଧିକାରୀଙ୍କୁ କରୋନା ସହାୟତା ରାଶି ପ୍ରଦାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ ବ୍ୟାଙ୍କ ଖାତା ଜରିଆରେ ମହିଳା ହିତାଧିକାରୀ ମାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ସହାୟତା ରାଶି ପ୍ରଦାନ କରାଯାଉଛି।ମହାମାରି କରୋନାର କଡା ମୁକାବିଲା…