ବରିଷ୍ଠ କଂଗ୍ରେସ ନେତା ଭାଗବତ ପ୍ରସାଦ ମହାନ୍ତିଙ୍କ ବିୟୋଗରେ କଂଗ୍ରେସ ଭବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ
ଭୁବନେଶ୍ୱର - ବରିଷ୍ଠ କଂଗ୍ରେସ ନେତା ତଥା ପ୍ରାକ୍ତନ ମର୍ନ୍ତୀ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କର ମରଶରୀର ପୂର୍ବାହ୍ନ ଘ. ୧୦.୩୦ ମି. ସମୟରେ କଂଗ୍ରେସ ଭବନ ପରିସରରେ ପଂହଚିବା ପରେ ଶୋକାକୁଳ ପରିବେଶରେ ପିସିିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି…