ଓଡିଶା ରାଜ୍ୟ ବିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ ପାରଳାଖେମୁଣ୍ଡି ଡିଭିଜନର ସାଧାରଣ ବୈଠକ ଓ ନିର୍ବାଚନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣ ଠାରେ ଓଡିଶା ରାଜ୍ୟ ବିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ ପାରଳାଖେମୁଣ୍ଡି (ଗଜପତି) ଡିଭିଜନର ସାଧାରଣ ପରିଷଦ ବୈଠକ ଓ ନିର୍ବାଚନକାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ…