ଇଣ୍ଡୋନେସିଆ ବାଲିନିଜ୍ ନୃତ୍ୟରେ ରାମାୟଣର ଗାଥା
(କୋଣାର୍କ ଉତ୍ସବର ଦ୍ୱିତୀୟ ସଂଧ୍ୟା)
କୋଣାର୍କ (SPB)- ଓଡିଶା ପର୍ଯ୍ୟଟନ ବିଭାଗ ଆୟୋଜିତ କୋଣାର୍କ ଉତ୍ସବର ଦ୍ୱିତୀୟ ସଂଧ୍ୟାରେ ଇଣ୍ଡୋନେସିଆ-ବାଲିନିଜ୍ ନୃତ୍ୟ ଓ ଶାସ୍ତ୍ରୀୟ ଓଡିଶୀ ନୃତ୍ୟରେ ପୁରାଣର କଥାବସ୍ତୁ ନିଖୁଣ ଭାବେ ଉପସ୍ଥାପିତ ହୋଇ ଦର୍ଶକଙ୍କୁ ବାନ୍ଧି ରଖିଥିଲା ।…