ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ
ବିଗୁଡିଛି ଆଇନ ଶୃଙ୍ଖଳା ପରିସ୍ଥିତି; ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜୁ ଯୁବ-ଛାତ୍ର ଜନତା ଦଳ
ଭୁବନେଶ୍ୱର, ୦୮/୦୫/୨୦୨୬: ଓଡ଼ିଶାରେ ଦିନକୁ ଦିନ ବିଗୁଡୁଥିବା ଆଇନ ଶୃଙ୍ଖଳା ପରିସ୍ଥିତି, ବୃଦ୍ଧି ପାଉଥିବା ଅପରାଧ ଏବଂ ସାଧାରଣ ଜନତାଙ୍କ ମନରେ ସୃଷ୍ଟି ହେଉଥିବା ଭୟ ଓ ଅସୁରକ୍ଷାର…