କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ
ପଦ୍ମପୁର/ଶାସକ ପ୍ରଶାସକ - କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ପଦ୍ମପୁର ଅଞ୍ଚଳର ବିଭିନ୍ନ ଅନୁଷ୍ଠାନ ଏବଂ ବ୍ଯକ୍ତି ବିଶେଷଙ୍କ ତରଫରୁ ଆଜି ପଦ୍ମପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସହାୟତା ପ୍ରଦାନ କରିଛନ୍ତି । ପଦ୍ମପୁର ଉପ ଜିଲ୍ଲାପାଳ…