ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ରାଜପଥ ଉପରେ ଧାନ ଗଦା କରି ପ୍ରତିବାଦ କଲେ ଚାଷୀ
ବରଗଡ଼(ଶାସକପ୍ରଶାସକ)-ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସରକାରଙ୍କ ଟୋକନ ବ୍ୟବସ୍ଥାକୁ ବିରୋଧ କରି ବରଗଡ଼ ଜିଲାରେ ଚାଷୀ ଆନ୍ଦୋଳନ ଉଗ୍ର ରୁପ ଧାରଣ କରିଛି। ଗତ…